Breaking PLUSଓଡ଼ିଶାମୁଖ୍ୟ ଖବର
୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ୱର- ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ ଜାରି କଲେ ରାଜ୍ୟ ସରକାର ।ଜମି ନେଇ ଶିଳ୍ପ କରୁନଥିବାରୁ ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ । ୭ଟି ଶିଳ୍ପାନୁଷ୍ଠାନ ଜମି ଆବଣ୍ଟନ ରଦ୍ଦ, ୫ଟି ମାମଲା କୋର୍ଟରେ ବିଚାରଧୀନ ରହିଛି । ବନ୍ଦ ଥିବା ୯୧୪ ସଂସ୍ଥାରୁ ଇଡ୍କୋ ନିୟମ ଅନୁଯାୟୀ ୬୬୫ଟି ସଂସ୍ଥାକୁ ସୋ’ କଜ୍ ।ସେଥିମଧ୍ୟରୁ ୨୬୭ଟି ଶିଳ୍ପ ସଂସ୍ଥାର ଜମି ଆବଣ୍ଟନ ରଦ୍ଦ କରାଯାଇଛି । ଆବଣ୍ଟନ ରଦ୍ଦ ମଧ୍ୟରୁ ୮୧ଟି ଶିଳ୍ପ ସଂସ୍ଥା ବିରୋଧରେ EUO ମାମଲା ରହିଛି । ବିଧାନସଭାରେ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ ଲିଖିତ ଉତ୍ତର ରଖିଛନ୍ତି ।



