Breaking PLUSଦେଶମୁଖ୍ୟ ଖବର
ସୌରଭ ଗାଙ୍ଗୁଲିଙ୍କ କାର୍ ଦୁର୍ଘଟଣାଗ୍ରସ୍ତ

ପୂର୍ବତନ କ୍ରିକେଟର୍ ସୌରଭ ଗାଙ୍ଗୁଲିଙ୍କ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି । କୋଲକାତା ଦୁର୍ଗାପୁର ଏକ୍ସପ୍ରେସୱେ ଦାଦୁପୁର ନିକଟରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଗଲେ ସୌରଭ ଗାଙ୍ଗୁଲି । ଏକ ବିଶ୍ବବିଦ୍ୟାଳୟର କାର୍ଯ୍ୟକ୍ରମରେ ସାମିଲ ହୋଇ ଫେରୁଥିଲେ ।