Breaking PLUSଓଡ଼ିଶାମୁଖ୍ୟ ଖବର
୩ ତାରିଖରେ ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାରେ ସରକାରୀ ଛୁଟି

ଭୁବନେଶ୍ୱର- ୩ ତାରିଖରେ ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାରେ ସରକାରୀ ଛୁଟି ଘୋଷଣା କରାଯାଇଛି । ଗଞ୍ଜାମ, ଗଜପତି, ନବରଙ୍ଗପୁର, ମାଲକାନଗିରିରେ ସରକାରୀ ଛୁଟି ଘୋଷଣା କରାଯାଇଛି । କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ଉପଖଣ୍ଡରେ ବି ସରକାରୀ ଛୁଟି । କାର୍ତ୍ତିକ ମାସ ଶେଷ ସୋମବାର ପାଇଁ ସ୍ଥାନୀୟ ଛୁଟି ଘୋଷଣା କଲେ RDC ।


