Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

୨୩ ଜିଲ୍ଲା ପାଇଁ ଘୋଷଣା ହେଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ

ଭୁବନେଶ୍ୱର, 6 ଏପ୍ରିଲ- ୨୩ ଜିଲ୍ଲା ପାଇଁ ଘୋଷଣା ହେଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ  । ଅନୁଗୁଳ-ବଶିଷ୍ଠ ନାୟକ (ଅଧ୍ୟକ୍ଷ), ସୁରୁମଣି ଛତର (ଉପାଧ୍ୟକ୍ଷ) -ବଲାଙ୍ଗିର- ବଲ୍ଲଭ ଧରୁଆ (ଅଧ୍ୟକ୍ଷ), ଜୟନ୍ତୀ ଭୋଇ (ଉପାଧ୍ୟକ୍ଷ) -ବାଲେଶ୍ୱର- ବିପିନ୍‌ ମାରାଣ୍ଡି (ଅଧ୍ୟକ୍ଷ), ଝରଣା ସିଂ (ଉପାଧ୍ୟକ୍ଷ) -ବରଗଡ଼- ଗୋବର୍ଦ୍ଧନ ଭୋଏ (ଅଧ୍ୟକ୍ଷ), ତିଳତ୍ତୋମା ଭୁଏ (ଉପାଧ୍ୟକ୍ଷ) -ବୌଦ୍ଧ- ଡମରୁ ଧର କହଁର (ଅଧ୍ୟକ୍ଷ), ଝରଣା ଜାନି (ଉପାଧ୍ୟକ୍ଷ) -ଦେବଗଡ଼- ପ୍ରଶାନ୍ତ ବେହେରା (ଅଧ୍ୟକ୍ଷ), ପ୍ରମିଳା କିଶାନ (ଉପାଧ୍ୟକ୍ଷ) -ଢେଙ୍କାନାଳ- ନାଉରି ସିଂ (ଅଧ୍ୟକ୍ଷ), ସେବତୀ ଭୋଇ (ଉପାଧ୍ୟକ୍ଷ) -ଗଜପତି- କାମଦେବ ବଡ଼ନାୟକ (ଅଧ୍ୟକ୍ଷ), ପଙ୍କଜିନୀ ଦଳାଇ (ଉପାଧ୍ୟକ୍ଷ) -ଗଞ୍ଜାମ- ନୀଳମାଧବ ପାତ୍ର (ଅଧ୍ୟକ୍ଷ), ଲଳିତା ପ୍ରଧାନ (ଉପାଧ୍ୟକ୍ଷ) -ଯାଜପୁର- ରାଜେନ୍ଦ୍ର କାନ୍ଦୁଲିଆ (ଅଧ୍ୟକ୍ଷ), ଶାନି ଜରିକା (ଉପାଧ୍ୟକ୍ଷ) -ଝାରସୁଗୁଡ଼ା- ସାମଲ ନାଏକ (ଅଧ୍ୟକ୍ଷ), ସଂଯୁକ୍ତା ଓରାମ (ଉପାଧ୍ୟକ୍ଷ) -କଳାହାଣ୍ଡି- ବିଜୟ ଦିଶାରୀ (ଅଧ୍ୟକ୍ଷ), ରୀନା ଭୋଇ (ଉପାଧ୍ୟକ୍ଷ -କନ୍ଧମାଳ- ମାନଗୋବିନ୍ଦ ପ୍ରଧାନ (ଅଧ୍ୟକ୍ଷ), କଳ୍ପନା କହଁର (ଉପାଧ୍ୟକ୍ଷ) -କେନ୍ଦୁଝର- ମମିତା ନାଏକ (ଅଧ୍ୟକ୍ଷ), ମାନସ ନାଏକ (ଉପାଧ୍ୟକ୍ଷ) -କୋରାପୁଟ- ଭଗବାନ ମୁଦୁଲି (ଅଧ୍ୟକ୍ଷ), ସୁକାନ୍ତି ମାଝୀ (ଉପାଧ୍ୟକ୍ଷ) -ମାଲକାନଗିରି- ଗଙ୍ଗାଧର ସୋଡ଼ି (ଅଧ୍ୟକ୍ଷ), ସାବିତ୍ରୀ ପଡ଼ିଆମି (ଉପାଧ୍ୟକ୍ଷ) -ମୟୂରଭଞ୍ଜ- ବୁଧାନ ମୁର୍ମୁ (ଅଧ୍ୟକ୍ଷ), କୌଶଲ୍ୟା ନାଏକ (ଉପାଧ୍ୟକ୍ଷ) -ନବରଙ୍ଗପୁର- ବାସନ୍ତୀ ମାଝି (ଅଧ୍ୟକ୍ଷ), ଲିଙ୍ଗରାଜ ଭତ୍ରା (ଉପାଧ୍ୟକ୍ଷ) -ନୟାଗଡ଼- ତ୍ରିନାଥ ମଲ୍ଲିକ (ଅଧ୍ୟକ୍ଷ), ସମିତା ଦେହୁରୀ (ଉପାଧ୍ୟକ୍ଷ) -ନୂଆପଡ଼ା- ହୋମେସିଂ ମାଝୀ (ଅଧ୍ୟକ୍ଷ), ବେଲାମତି ମାଝୀ (ଉପାଧ୍ୟକ୍ଷ) -ରାୟଗଡ଼ା- ବିଦ୍ୟାଧର ଶବର (ଅଧ୍ୟକ୍ଷ), ମଞ୍ଜୁଳା ମିନିଆକା (ଉପାଧ୍ୟକ୍ଷ) -ସମ୍ବଲପୁର- ଭଗିନ୍ଦ୍ର କିଶାନ (ଅଧ୍ୟକ୍ଷ), ସୁଷମା ମୁଣ୍ଡା (ଉପାଧ୍ୟକ୍ଷ) -ସୁନ୍ଦରଗଡ଼- ସନ୍ତୋଷ ଅମାତ (ଅଧ୍ୟକ୍ଷ), ଗାଙ୍ଗି କିଣ୍ଡୋ (ଉପାଧ୍ୟକ୍ଷ) ।

Show More

Related Articles

Back to top button