Breaking PLUSଓଡ଼ିଶାମୁଖ୍ୟ ଖବର

ଶ୍ରୀଲିଙ୍ଗରାଜ ମନ୍ଦିରରେ ଠେଲାପେଲା

ଭୁବନେଶ୍ୱର, 26 ଫେବୃୟାରୀ – ଶ୍ରୀଲିଙ୍ଗରାଜ ମନ୍ଦିରରେ ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଥିଲା। ମହାଶିବରାତ୍ରୀ ଲାଗି ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଯୋଗୁଁ ଠେଲାପେଲା ହୋଇଥିଲା। ମୁଖ୍ୟ ପ୍ରବେଶ ଦ୍ୱାର ସିଂହଦ୍ୱାର ନିକଟରେ ଠେଲାପେଲା ପରିସ୍ଥିତି ଦେଖାଦେଇଥିଲା । ଏଥିରେ ୨ ଜଣ ମହିଳା ଭକ୍ତ ଆହତ ହୋଇଛନ୍ତି । ତେବେ ପୋଲିସ ପ୍ରଶାସନ ପକ୍ଷରୁ ଭିଡକୁ ନିୟନ୍ତ୍ରଣ କରାଯାଇ ପରିସ୍ଥିତିକୁ ଆୟତ କରାଯାଇଛି ।

Show More

Related Articles

Back to top button