Breaking PLUSଓଡ଼ିଶାମୁଖ୍ୟ ଖବର
ମଠ ମନ୍ଦିର ସୁରକ୍ଷା ପାଇଁ ସରକାର ଆଣିବେ ଦେବାଳୟ ଯୋଜନା
ମଠ ମନ୍ଦିର ସୁରକ୍ଷା ପାଇଁ ସରକାର ଆଣିବେ ଦେବାଳୟ ଯୋଜନା । ନୂଆ ଯୋଜନା ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା । ଏନେଇ ଚର୍ଚ୍ଚା ଆଲୋଚନା ସହ ବ୍ଲୁପ୍ରିଣ୍ଟ କରାଯାଉଛି କହିଲେ ମନ୍ତ୍ରୀ । ‘ପୂର୍ବ ସରକାରରେ ଅବଢ଼ା ଯୋଜନା ନାଁରେ କେବଳ ମରାମତି କଥା ଥିଲା । ‘ମରାମତି, ରକ୍ଷଣାବେକ୍ଷଣ, ପରିଚାଳନା ସମସ୍ୟା ସମାଧାନ ଏଥିରେ ରହିଛି । ‘ଓଡ଼ିଶାର ସଂସ୍କୃତି ଯେଉଁ ମଠ ମନ୍ଦିର ସହ ଜଡ଼ିତ, ତାର ସୁରକ୍ଷା ଆମର ପ୍ରାଥମିକତା’ ବୋଲି ମନ୍ତ୍ରୀ କହିଛନ୍ତି ।