Breaking PLUSଓଡ଼ିଶାମୁଖ୍ୟ ଖବର
ଘରୋଇ ଆବାସିକ କଲେଜ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

କେନ୍ଦୁଝର: ଘରୋଇ ଆବାସିକ କଲେଜ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ରାତିରେ ରୁମ୍ ବାହାରେ ଶୋଇଥିବା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଟାଉନ୍ ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି ।