Breaking PLUSଓଡ଼ିଶାମୁଖ୍ୟ ଖବର
ବାରଙ୍ଗ ସ୍ଥିତ ଘରୋଇ ବିଶ୍ୱବିଦ୍ୟାଳୟରେ ଛାତ୍ରଙ୍କ ଅସ୍ୱାଭାବିକ ମୃତ୍ୟୁ

କଟକ: ବାରଙ୍ଗ ସ୍ଥିତ ଘରୋଇ ବିଶ୍ୱବିଦ୍ୟାଳୟରେ ଛାତ୍ରଙ୍କ ଅସ୍ୱାଭାବିକ ମୃତ୍ୟୁ ହୋଇଛି । ଏମବିଏ ଦ୍ୱିତୀୟ ବର୍ଷର ଛାତ୍ରଙ୍କ ମୃତ୍ୟୁ ହୋଇଛି । ତାଙ୍କ ଘର ବାଲେଶ୍ୱରରେ ହୋଇଥିବା ସୂଚନା ମିଳିଛି । ଏନେଇ ବାରଙ୍ଗ ଥାନାରେ ହତ୍ୟା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ ।



