Breaking PLUSଓଡ଼ିଶାମୁଖ୍ୟ ଖବର
ଆଜି ‘ସୁଭଦ୍ରା’ର ପ୍ରଥମ କିସ୍ତିର ୫ମ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର- ଆଜି ‘ସୁଭଦ୍ରା’ର ପ୍ରଥମ କିସ୍ତିର ୫ମ ପର୍ଯ୍ୟାୟ ଟଙ୍କା ମିଳିବ । ୨ ଲକ୍ଷ ୩୦ ହଜାରରୁ ଅଧିକ ହିତାଧିକାରୀ ପାଇବେ ସହାୟତା । ଦିନ ୧୨ଟାରେ ଖାତାକୁ ଯିବ ‘ସୁଭଦ୍ରା’ ଟଙ୍କା ।
ଆଜି କୋଟିଏ ଛୁଇଁବ ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା । ୨ ଲକ୍ଷ ୩୦ ହଜାରରୁ ଊର୍ଦ୍ଧ୍ୱ ମହିଳାଙ୍କ ନିକଟରେ ଆଉ କିଛି ସମୟ ମଧ୍ୟରେ ପହଞ୍ଚିବାକୁ ଯାଉଛି ପ୍ରଥମ କିସ୍ତିର ୫ମ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ।