Breaking PLUSଓଡ଼ିଶାମୁଖ୍ୟ ଖବର

ମାର୍ଚ୍ଚ 8ରେ ମହିଳାଙ୍କୁ ମିଳିବ ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା

କଟକ- ଆସନ୍ତା ମାର୍ଚ୍ଚ ୮  ତାରିଖରେ ମହିଳା ମାନଙ୍କୁ ସୁଭଦ୍ରାର ଦ୍ଵିତୀୟ କିସ୍ତି ଟଙ୍କା ମିଳିବ। ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବର୍ତ୍ତମାନ ସୁଦ୍ଧା ୮୦ ଲକ୍ଷରୁ ଅଧିକ ଲୋକଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି।  ମହିଳାଙ୍କ ବିକାଶ ପାଇଁ ଏହି ଯୋଜନା କାର୍ଯ୍ୟକାରୀ ହେଉଛି।ଏଥିରୁ କେହି ବାଦ୍ ପଡିବେ ନାହିଁ। ସର୍ଭେ ଚାଲିଛି, ଯୋଗ୍ୟ ହିତାଧିକାରୀ ମାନଙ୍କୁ ନିଶ୍ଚିତ ସୁଭଦ୍ରା ଟଙ୍କା ମିଳିବ।

Show More

Related Articles

Back to top button