Breaking PLUSଓଡ଼ିଶାମୁଖ୍ୟ ଖବର

ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍‌ ଆମ୍ବାସଡର

ଭୁବନେଶ୍ୱର- ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍‌ ଆମ୍ବାସଡର  ।ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ହେଲେ ବ୍ରାଣ୍ଡ୍‌ ଆମ୍ବାସଡର ।ଜନଗଣନା ସଚେତନତାକୁ ଅଧିକ ପ୍ରଭାବୀ କରିବେ ବାଲୁକା ଶିଳ୍ପୀ ସୁଦର୍ଶନ  । ବାଲୁକା କଳା ମଧ୍ୟରେ ଲୋକଙ୍କୁ ସଚେତନ କରିବେ ସୁଦର୍ଶନ । କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ କରିଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button