Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟସଭାରୁ ଇସ୍ତଫା ଦେଲେ ସୁଜିତ କୁମାର

ଭୁବନେଶ୍ୱର- ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ସୁଜିତ କୁମାର। ୨୦୨୦ରେ ବିଜେଡି ପକ୍ଷରୁ ରାଜ୍ୟସଭାକୁ ଯାଇଥିବା ସୁଜିତ କୁମାର ଶୁକ୍ରବାର ନିଜ ଇସ୍ତଫା ପତ୍ର ରାଜ୍ୟସଭା ଅଧ୍ୟକ୍ଷଙ୍କ ନିକଟକୁ ପଠାଇଛନ୍ତି। ୨୦୨୬ରେ ତାଙ୍କ କାର୍ଯ୍ୟକାଳ ସରିବାକୁ ଥିବାବେଳେ ୨ ବର୍ଷ ପୂର୍ବରୁ ସେ ଇସ୍ତଫା ଦେଇଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button