Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ବଢୁଛି ତାତି

ଭୁବନେଶ୍ୱର- ରାଜ୍ୟରେ ତାତି ବଢିବାରେ ଲାଗିଛି । ପଶ୍ଚିମ ଓଡିଶାର ଅଧିକାଂଶ ସ୍ଥାନରେ ତାତି ବଢିବାରେ ଲାଗିଛି । ଝାରସୁଗୁଡ଼ାରେ ଗତକାଲି ସର୍ବାଧିକ ୪୦.୬ ଡିଗ୍ରୀ ତାତି ରେକର୍ଡ ହୋଇଥିଲା । ସେହିଭଳି ଟିଟିଲାଗଡ଼ରେ ୪୦ ଡିଗ୍ରୀ ପାରଦ ରହଥିଲା। ରାଜ୍ୟର ଅଧିକାଂଶ ସହରର ପାରଦ ୩୮ ଉପରେ ରହିଛି । ଆସନ୍ତା ତିନି ଦିନରେ ଖରା ଆହୁରି ବଢିପାରେ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର ।



