Breaking PLUSଦେଶମୁଖ୍ୟ ଖବର

ଆସନ୍ତା ବର୍ଷ ମହାକାଶରୁ ଫେରିବେ ସୁନୀତା ୱିଲିୟମ୍ସ

ନୂଆଦିଲ୍ଲୀ- ଆସନ୍ତା ବର୍ଷ ମହାକାଶରୁ ଫେରିବେ ସୁନୀତା ୱିଲିୟମ୍ସ  । ଫେବ୍ରୁଆରୀ ୨୫ରେ ମହାକାଶରୁ ଫେରିବେ ସୁନୀତା ଓ ବୁଚ୍ ବ୍ଲିମୋର । ୨ ମହାକାଶଚାରୀଙ୍କ ଫେରିବା ନେଇ ନାସା  ସୂଚନା ଦେଇଛି । ମହାକାଶରୁ ବର୍ତ୍ତମାନ ଉଭୟଙ୍କୁ ଫେରାଇ ଆଣିବା ଅଧିକ ବିପଦ କହିଲା ନାସା । ସପ୍ତାହେ ପାଇଁ ଯାଇଥିବା ଉଭୟ ମହାକାଶରେ ୮ ମାସ ରହିବେ  । ବିନା କ୍ରୁରେ ଅନ୍ତରୀକ୍ଷ ବିମାନ ‘ଷ୍ଟାରଲାଇନର’ ମହାକାଶରୁ ଫେରିବ । ଷ୍ଟାରଲାଇନରରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଉଭୟ ଫସି ରହିଛନ୍ତି ।

Show More

Related Articles

Back to top button