Breaking PLUSଦେଶମୁଖ୍ୟ ଖବର

ଆନ୍ଦୋଳନରତ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ- କୋଲକତା ଲଜ୍ଜା ଘଟଣାରେ ଆନ୍ଦୋଳନରତ ଡାକ୍ତରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ  । କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । କାଲି ସଂଧ୍ୟା ୫ଟା ସୁଦ୍ଧା କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ନଚେତ୍ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହୋଇପାରେ ।  ସୁପ୍ରିମକୋର୍ଟ -ପୀଡ଼ିତାଙ୍କ ସମସ୍ତ ଫଟୋ ସୋସିଆଲ୍ ମିଡିଆରୁ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button