Breaking PLUSଓଡ଼ିଶାମୁଖ୍ୟ ଖବର

ଲୋକଙ୍କ ସେବକ ହେଇ କାମ କରିବାକୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର- ଲୋକଙ୍କ ସେବକ ହେଇ କାମ କରିବାକୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କଡ଼ା ତାଗିଦ୍  । ଜିଲ୍ଲାସ୍ତରରେ ସମାଧାନ ହେବା ଭଳି ଅଭିଯୋଗକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି । ଦୂରଦୂରାନ୍ତରରୁ ଆସୁଥିବା ଲୋକଙ୍କୁ ବସିବାକୁ ଚୌକି ଦିଅ, ପିଇବାକୁ ପାଣି ଦିଅ । ଧୈର୍ଯ୍ୟର ସହ ତାଙ୍କ ଅଭିଯୋଗ ଶୁଣ, ନିର୍ଦ୍ଦିଷ୍ଟ ସମୟରେ କାମ ସାର ।ପୂର୍ବରୁ କାର୍ଯ୍ୟାନୁଷ୍ଠାନ ହୋଇଛି, ନିୟମରେ ନ ରହିଲେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ମନ୍ତ୍ରୀ କହିଛନ୍ତି ।

Show More

Related Articles

Back to top button