Breaking PLUSଓଡ଼ିଶାମୁଖ୍ୟ ଖବର

ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ- ସୁରେଶ ପୂଜାରୀ

ସମ୍ଭାବ୍ୟ ବାତ୍ୟା ମୁକାବିଲାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ସେ କହିଛନ୍ତି ବାତ୍ୟାକୁ ନେଇ ବିଭାଗ ସତର୍କ ରହିଛି।  ମୁକାବିଲା ପାଇଁ ମଧ୍ୟ ପ୍ରସ୍ତୁତ ରହିଛି। ପ୍ରଥମେ ତାମିଲପାଡୁ , ଆନ୍ଧ୍ରପ୍ରଦେଶ ଓ ପରେ ଓଡିଶାରେ ପ୍ରଭାବ ପଡିବାର ସମ୍ଭାବନା ରହିଛି। ୨୪ ତାରିଖ ବେଳକୁ ଅଧିକ ସ୍ପଷ୍ଟତା ଆସିପାରିବ ବୋଲି କହିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button