
ରାଜ୍ୟରେ ଉପରତଳ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୧ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ୨୪ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୧୭ ଲୋକାଲ କେସ୍ ରହିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।
ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୬୦,୦୦ରେ ପହଞ୍ଚିଛି। ରାଜ୍ୟରେ ଏବେ ୩୩୪ ଆକ୍ଟିଭ୍ କେସ୍ ରହିଛି।


