Breaking PLUSଓଡ଼ିଶାମୁଖ୍ୟ ଖବର

କିଟ୍‌ ବିଶ୍ବବିଦ୍ୟାଳୟ ଘଟଣା ଦୁର୍ଭାଗ୍ୟଜନକ କହିଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ

ଭୁବନେଶ୍ୱର- ବିଶ୍ବବିଦ୍ୟାଳୟର ଘଟଣା ଦୁର୍ଭାଗ୍ୟଜନକ ବୋଲି କହିଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ । ମୃତ ଛାତ୍ରୀଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ନେପାଳ ଛାତ୍ରଛାତ୍ରୀଙ୍କ ପାଇଁ ସାଇନ ଡାଏ କରିବା ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି । OSRTC ବସ୍‌ରେ ସେମାନଙ୍କୁ ଫେରାଇ ଅଣାଯିବ ଏବଂ ଭବିଷ୍ୟତରେ ଯେପରି ଧମକ ନ ମିଳେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି ବୋଲି ସୂର୍ଯ୍ୟବଂଶୀ କହିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button