Breaking PLUSଦେଶମୁଖ୍ୟ ଖବର

ଦିଲ୍ଲୀ ବିସ୍ଫୋରଣ ଘଟଣାରେ ସାମ୍ନାକୁ ଆସିଲା ସନ୍ଦିଗ୍ଧ ଯୁବକର ଫଟୋ

ନୂଆଦିଲ୍ଲୀ- ଦିଲ୍ଲୀ ବିସ୍ଫୋରଣ ଘଟଣାରେ ସାମ୍ନାକୁ ଆସିଲା ସନ୍ଦିଗ୍ଧ ଯୁବକର ଫଟୋ । i20 କାର୍‌ରେ ବସିଥିବା ବେଳେ ସନ୍ଦିଗ୍ଧ ଯୁବକର ଫଟୋ ସାମ୍ନାକୁ ଆସିଲା ।ସନ୍ଦିଗ୍ଧ କଳାରଙ୍ଗର ଟି-ସାର୍ଟ ପିନ୍ଧିଥିବା ସିସିଟିଭିରେ ଦେଖାଯାଉଛି  । ବିସ୍ଫୋରଣର ୩ ଘଣ୍ଟା ପୂର୍ବରୁ ଲାଲ୍‌କିଲ୍ଲା ନିକଟରେ ପାର୍କିଂ ହୋଇଥିଲା  । ଅପରାହ୍ନ ୩ଟା ୧୯ରେ ପାର୍କିଂ ହେଲା କାର୍, ୬ଟା ୪୮ରେ ବାହାରିଥିଲା  । ସଂଧ୍ୟା ୬ଟା ୫୨ ମିନିଟ୍‌ରେ ଲାଲ୍‌କିଲ୍ଲା ନିକଟରେ ବିସ୍ଫୋରଣ ଘଟିଥିଲା ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button