Breaking PLUSଓଡ଼ିଶାମୁଖ୍ୟ ଖବର

ଖୁବ୍‌ ଶୀଘ୍ର ସୁଭଦ୍ରାର ପ୍ରଥମ କିସ୍ତି ତୃତୀୟ ଦଫା ଟଙ୍କା

ଭୁବନେଶ୍ୱର- ସୁଭଦ୍ରା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା । ଖୁବ୍‌ ଶୀଘ୍ର ସୁଭଦ୍ରାର ପ୍ରଥମ କିସ୍ତି ତୃତୀୟ ଦଫା ଟଙ୍କା ମିଳିବ  । ଯେଉଁମାନେ ବାଦ୍‌ ପଡ଼ିଛନ୍ତି ସେମାନଙ୍କ ପାଇଁ ଗାଇଡଲାଇନ ଆସିବ ।ବାଦ୍‌ ୨ ଲକ୍ଷ ୬୭ ହଜାର ମହିଳାଙ୍କ ପାଇଁ ମୋଡାଲିଟି ପ୍ରସ୍ତୁତ ହେବ । ଆଜି ଅପରାହ୍ନରେ ବୈଠକ ବସି ଏନେଇ ରୂପରେଖ ପ୍ରସ୍ତୁତ ହେବ ବାେଲି ପ୍ରଭାତି ପରିଡା କହିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button