Breaking PLUSଓଡ଼ିଶାମୁଖ୍ୟ ଖବର
		
	
	
ବସ୍-ଟ୍ରକ ମୁହାଁମୁହିଁ ଧକ୍କା, ୪ମୃତ

ତେଲେଙ୍ଗାନାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍-ଟ୍ରକ ମୁହାଁମୁହିଁ ଧକ୍କାରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ୧୭ଜଣ ଆହତ ହୋଇଥିବା ସୂଚନା ମିଳିଛି । ଭିକାରାବାଦ ଜିଲ୍ଲା ପାରିଗି ଥାନା ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି । ସମସ୍ତ ଆହତ ୧୭ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।
 
				 
					


