ଓଡ଼ିଶାସ୍ୱାସ୍ଥ୍ୟ

ରାଜ୍ୟରେ କମୁଛି ସଂକ୍ରମଣ,୨୪ ଘଣ୍ଟା ମଧ୍ୟରେ ୧୧ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ କମୁଛି ସଂକ୍ରମଣ । ୨୪ ଘଣ୍ଟା ମଧ୍ୟରେ ୧୧ଜଣ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ଟ୍ଵିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

୫ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କଟକ ଓ ସମ୍ବଲପୁର ଜିଲ୍ଲାରୁ ୪ ଜଣ ଲେଖାଁଏ, ବରଗଡ଼, ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୨୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ

Show More

Related Articles

Back to top button