Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତାକାଲିଠାରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ

ସେପ୍ଟେମ୍ବର ୧ ତାରିଖରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ସରକାରଙ୍କୁ ଘେରିବା ପାଇଁ ବିରୋଧୀ ଭାଜପା ଓ କଂଗ୍ରେସ ରଣନୀତି ପ୍ରସ୍ତୁତ କରିଛନ୍ତି। ବିରୋଧୀ ଦଳଙ୍କୁ ମୁକାବିଲା କରିବା ପାଇଁ ସରକାରୀ ଦଳ ମଧ୍ୟ ପ୍ରସ୍ତୁତ ରହିଛି ।

ସେପ୍ଟେମ୍ବର ୧ ତାରିଖରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ସରକାରଙ୍କୁ ଘେରିବା ପାଇଁ ବିରୋଧୀ ଭାଜପା ଓ କଂଗ୍ରେସ ରଣନୀତି ପ୍ରସ୍ତୁତ କରିଛନ୍ତି। ବିରୋଧୀ ଦଳଙ୍କୁ ମୁକାବିଲା କରିବା ପାଇଁ ସରକାରୀ ଦଳ ମଧ୍ୟ ପ୍ରସ୍ତୁତ ରହିଛି । ଚଳିତ ଅଧିବେଶନ ମାତ୍ର ୮ ଦିନ ଚାଲିବ। ଏହି ସ୍ବଳ୍ପକାଳୀନ ଅଧିବେଶନରେ ବିରୋଧୀଙ୍କ ହାତରେ ପ୍ରସଙ୍ଗ ଅନେକ ରହିଛି। ତେବେ ବିରୋଧୀ କେଉଁ ପ୍ରସଙ୍ଗକୁ ଗୁରୁତ୍ୱ ଦେବେ ତାହା ମଙ୍ଗଳବାର ହେବାକୁ ଥିବା ବିଧାୟକ ଦଳ ବୈଠକ ପରେ ହିଁ ଜଣାପଡ଼ିବ।

Show More

Related Articles

Back to top button