Breaking PLUSଖେଳଦେଶ ବିଦେଶମୁଖ୍ୟ ଖବର

ଆଜି ଘୋଷଣା ହେବ ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ସୂଚୀ

ଆସନ୍ତା ଅକ୍ଟୋବର ୧୭ରୁ ନଭେମ୍ବର ୧୪ ତାରିଖ ପର୍ଯ୍ୟନ୍ତ ୟୁଏଇ ଓ ଓମାନରେ ଆୟୋଜିତ ହେବ ପୁରୁଷ ଟି-ଟ୍ୱେଣ୍ଟି ବିଶ୍ୱକପ୍‌ । ଆଇସିସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ମଙ୍ଗଳବାର ବିଶ୍ୱକପ୍‌ର କ୍ରୀଡ଼ାସୂଚୀ ଘୋଷଣା କରାଯିବ

ଆସନ୍ତା ଅକ୍ଟୋବର ୧୭ରୁ ନଭେମ୍ବର ୧୪ ତାରିଖ ପର୍ଯ୍ୟନ୍ତ ୟୁଏଇ ଓ ଓମାନରେ ଆୟୋଜିତ ହେବ ପୁରୁଷ ଟି-ଟ୍ୱେଣ୍ଟି ବିଶ୍ୱକପ୍‌ । ଆଇସିସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ମଙ୍ଗଳବାର ବିଶ୍ୱକପ୍‌ର କ୍ରୀଡ଼ାସୂଚୀ ଘୋଷଣା କରାଯିବ । ଇଶା ଗୁହା, ଡାରେନ ସାମି ଓ ଦିନେଶ କାର୍ତ୍ତିକ ଏକ ଡିଜିଟାଲ ଶୋ’ରେ ସାମିଲ ହେବେ । ଏହି କାର୍ଯ୍ୟକ୍ରମରେ ସୂଚୀ ଘୋଷଣା କରାଯିବ ।

Show More

Related Articles

Back to top button