Breaking PLUSଦେଶମୁଖ୍ୟ ଖବର
ସଂସଦରେ ବଜେଟ ଉପସ୍ଥାପନ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

ସଂସଦରେ ୨୦୨୫ର ସାଧାରଣ ବଜେଟ ଉପସ୍ଥାପନ କରୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଥର ବଜେଟ୍ ରେ ପାରମାଣବିକ ଶକ୍ତି ଉତ୍ପାଦନକୁ ଗୁରୁତ୍ଵାରୋପ ଦିଆଯାଇଛି। ନ୍ୟୁକ୍ଲିୟର ଏନର୍ଜି ମିଶନ ପ୍ରତିଷ୍ଠା କରାଯିବ । ଏହି ମିଶନ ପାଇଁ ୨୦ ହଜାର କୋଟି ବ୍ୟୟବରାଦ କରାଯାଇଛି। କ୍ଷୁଦ୍ର ମଡ୍ୟୁଲାର୍ ରିଆକ୍ଟର ପ୍ରତିଷ୍ଠା କରି ଶକ୍ତି ଉତ୍ପାଦନ କରାଯିବ।