Breaking PLUSଓଡ଼ିଶାମୁଖ୍ୟ ଖବର
ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ
ଭୁବନେଶ୍ୱର, 4 ନଭେମ୍ବର – ଆଜି ନଭେମ୍ବର ୪ ତାରିଖ(ସୋମବାର ) ଏବଂ ଆଗାମୀ ନଭେମ୍ବର ୧୧ ତାରିଖ (ସୋମବାର) ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ଏହି ଦିନମାନଙ୍କରେ ୟୁନିଟ-୫,ଭୁବନେଶ୍ୱରସ୍ଥିତ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ l ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି ।