Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର- ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ବୈଠକ । ୯ଟି ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା  ।ଶୀତକାଳୀନ ଅଧିବେଶନ ସହ ଅତିରିକ୍ତ ବଜେଟକୁ ମିଳିବ ଅନୁମୋଦନ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button