Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର- ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ସମ୍ଭାବନା ରହିଛି । ପ୍ରଭାବରେ ୬ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଗଜପତି, ଗଞ୍ଜାମ, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Show More

Related Articles

Back to top button