Breaking PLUSଓଡ଼ିଶାମୁଖ୍ୟ ଖବର
ବର୍ଷା ପାଇଁ କାଲି ମୟୂରଭଂଜରେ ସମସ୍ତ ସ୍କୁଲ ଛୁଟି

ଭୁବନେଶ୍ୱର- ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି । ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା କଲେ ଜିଲ୍ଲାପାଳ । ରାଜ୍ୟରେ ଲଘୁଚାପ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଲାଗିରହିଛି ।


