Breaking PLUSଓଡ଼ିଶାମୁଖ୍ୟ ଖବର

କାଲି ଶ୍ରୀଜୀଉଙ୍କ ବନକଲାଗି ନୀତି

ପୁରୀ: ଆସନ୍ତାକାଲି(ବୁଧବାର) ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ  ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ।  ଦ୍ବିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ

Show More

Related Articles

Back to top button