Breaking PLUSଓଡ଼ିଶାମୁଖ୍ୟ ଖବର

ଟ୍ରାକ୍ଟର-ସ୍କୁଲ ବସ୍ ମୁହାଁମୁହିଁ ଧକ୍କା

ଦିଗପହଣ୍ଡି: ଟ୍ରାକ୍ଟର-ସ୍କୁଲ ବସ୍ ମୁହାଁମୁହିଁ ଧକ୍କା ହୋଇଛି । ଗୋକର୍ଣ୍ଣପୁର-କେଦାରପୁର ରାସ୍ତାରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୫ ଛାତ୍ର ସାମାନ୍ୟ ଆହତ ସୂଚନା ମିଳିଛି । ବସ୍‌ ଭିତରେ ଚାପି ରହିଥିବା ଡ୍ରାଇଭରଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button