Breaking PLUSଓଡ଼ିଶାମୁଖ୍ୟ ଖବର

ଆଜିଠାରୁ ଆଦିବାସୀ ମେଳା

ଭୁବନେଶ୍ଵର: ରାଜଧାନୀରେ ଆଜିଠାରୁ ଆଦିବାସୀ ମେଳା ମଧ୍ୟ ଆରମ୍ଭ ହେବାକୁ ଯାଉଛି। ଆଦିବାସୀଙ୍କ ଜୀବନଣୈଳୀ ଓ ସଂସ୍କୃତିର ଝଲକ ଦେଖିବାକୁ ମିଳିବ। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟା ଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ୟୁନିଟ୍-୩ ପ୍ରଦର୍ଶନୀ ପଡିଆରେ ହେବାକୁ ଥିବା ଏହି ଆଦିବାସୀ ମେଳାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିବେ। ଏହି ମେଳା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ।

Show More

Related Articles

Back to top button