Breaking PLUSଓଡ଼ିଶାମୁଖ୍ୟ ଖବର
ପିଏମ ମୋଦିଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ଟ୍ରମ୍ପ

ଦୀପାବଳିର ବିଶେଷ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଫୋନ୍ ଯୋଗେ କଥା ହୋଇଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଦୀପାବଳିର ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଥିଲେ। ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି, “ରାଷ୍ଟ୍ରପତି ଟ୍ରମ୍ପ, ଆପଣଙ୍କ ଫୋନ୍ କଲ୍ ଏବଂ ଦୀପାବଳିର ହାର୍ଦ୍ଦିକ ଶୁଭେଚ୍ଛା ପାଇଁ ଧନ୍ୟବାଦ। ଏହି ଆଲୋକର ପର୍ବରେ, ଆମର ଦୁଇଟି ମହାନ ଗଣତନ୍ତ୍ର ବିଶ୍ୱ ପାଇଁ ଆଶାର ଆଲୋକ ହୋଇ ରହିବ ଏବଂ ସମସ୍ତ ପ୍ରକାରର ଆତଙ୍କବାଦ ବିରୁଦ୍ଧରେ ଏକଜୁଟ ହୋଇ ରହିବୁ |



