Breaking PLUSଓଡ଼ିଶାମୁଖ୍ୟ ଖବର
ବିଜେପିର ଷ୍ଟାର ପ୍ରଚାରକ ତାଲିକାରେ 2 ସିଏମ

ନୂଆପଡ଼ା- ନୂଆପଡା ଉପନିର୍ବାଚନ ପାଇଁ ବିଜେପିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା । ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଛତିଶଗଡ଼ CM ବିଷ୍ଣୁଦେବ ସାଏ ।
ସଭାପତି ମନମୋହନ ସାମଲ, ୩ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର, ଜୁଏଲ, ଅଶ୍ବିନୀ ବୈଷ୍ଣବ ଅଛନ୍ତି । ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ୨ ପ୍ରଭାରି ମଧ୍ୟ ସାମିଲ ଅଛନ୍ତି ।ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ପ୍ରଭାତୀ ପରିଡ଼ା ଷ୍ଟାର ପ୍ରଚାରକ । ସୁରେଶ ପୂଜାରୀ, ପ୍ରତାପ ଷଡ଼ଙ୍ଗୀ, ଜୟନାରାୟଣ ମିଶ୍ର, ବସନ୍ତ ପଣ୍ଡା ସାମିଲ ଅଛନ୍ତି ।