Breaking PLUSଓଡ଼ିଶାମୁଖ୍ୟ ଖବର

୨ ଦିନିଆ ଜିଲ୍ଲାପାଳ ଓ ଏସ୍‌ପି ସମ୍ମିଳନୀ ଉଦ୍‌ଘାଟିତ

ଭୁବନେଶ୍ବର: ୨ ଦିନିଆ ଜିଲ୍ଲାପାଳ ଓ ଏସ୍‌ପି ସମ୍ମିଳନୀ ଉଦ୍‌ଘାଟିତ ହୋଇଛି । ଲୋକସେବା ଭବନ କନ୍‌ଭେନସନ୍‌ ସେଣ୍ଟରରେ ଉଦ୍‌ଘାଟିତ ହୋଇଛି । ସମ୍ମିଳନୀକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ  ।ଗ୍ରାଉଣ୍ଡରେ ସରକାରୀ ଯୋଜନା କାର୍ଯ୍ୟକାରୀ ହେଉଛି କି ନାହିଁ ଆଲୋଚନା ହେବ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button