Breaking PLUSଓଡ଼ିଶାମୁଖ୍ୟ ଖବର

ପ୍ରଭୁ ଲିଙ୍ଗରାଜଙ୍କ ଆଶୀର୍ବାଦ ନେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, 25 ମାର୍ଚ୍ଚ – ପୁରୀ ପରେ ଭୁବନେଶ୍ୱରରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରାର୍ଥୀତ୍ୱ ଘୋଷଣା ହେବା ପରେ ଆଜି ସକାଳେ ପ୍ରଥମେ ପୁରୀ ଆସି ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ପ୍ରଭୁ ଲିଙ୍ଗରାଜ ମନ୍ଦିରରେ ମହାଦେବଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ , ସମ୍ବଲପୁର ଲୋକସଭା ପ୍ରାର୍ଥୀ ଭାବେ ମତେ ଚୟନ କରିବା ମୋ ପାଇଁ ସୌଭାଗ୍ୟର ବିଷୟ ।

Show More

Related Articles

Back to top button