Breaking PLUSଓଡ଼ିଶାମୁଖ୍ୟ ଖବର
ନଭେମ୍ବର ୭ରେ ପାଳନ ହେବ ‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି

ଭୁବନେଶ୍ୱର- ନଭେମ୍ବର ୭ରେ ପାଳନ ହେବ ‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି । ଏହି ଅବସରରେ ସ୍କୁଲ, କଲେଜରେ ରାଷ୍ଟ୍ରୀୟ ସଙ୍ଗୀତ ‘ବନ୍ଦେ ମାତରମ’ ଗାନ କରିବେ ଛାତ୍ରଛାତ୍ରୀ । ଏନେଇ ଓଡ଼ିଆ ଭାଷା, ସାହିତ୍ୟ ବିଭାଗ ପକ୍ଷରୁ ଗଣଶିକ୍ଷା/ଉଚ୍ଚଶିକ୍ଷା ବିଭାଗକୁ ଚିଠି କରାଯାଇଛି ।



