Breaking PLUSଓଡ଼ିଶାମୁଖ୍ୟ ଖବର

ଗିରଫ ହେଲେ କୁବେର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳ

ଭୁବନେଶ୍ୱର-  ଗିରଫ ହେଲେ କୁବେର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳ  । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ  । ରେଡ୍‌ ବେଳେ ବାବୁଙ୍କ ଘରୁ ମିଳିଥିଲା ୧ କେଜି ୧୪୦ ଗ୍ରାମ ସୁନା  । ନଗଦ ୪୮ ଲକ୍ଷ ୭୯ ହଜାର ଟଙ୍କା ଠାବ କରିଥିଲା ଭିଜିଲାନ୍ସ  ।ଜଟଣୀ, ବ୍ରହ୍ମପୁର ଆଦି ସ୍ଥାନରେ ବାବୁଙ୍କ ୨୯ ପ୍ଲଟ୍‌ ଠାବ କରିଥିଲା ଭିଜିଲାନ୍ସ ।

କୁବେର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳଙ୍କ ୨୯ ପ୍ଲଟ୍‌ ଠାବ କରିଥିଲା ଭିଜିଲାନ୍ସ । ଜଟଣୀ, ବ୍ରହ୍ମପୁର ଆଦି ସ୍ଥାନରେ ବାବୁଙ୍କ ରହିଛି ୨୯ ପ୍ଲଟ୍‌  ।୨ ବହୁତଳ କୋଠା ସହ କଳିଙ୍ଗ ବିହାରରେ ରହିଛି ବାବୁଙ୍କ ଗୋଟିଏ ଫ୍ଲାଟ୍‌  ।

Show More

Related Articles

Back to top button