Breaking PLUSଓଡ଼ିଶାମୁଖ୍ୟ ଖବର

ଢେଙ୍କାନାଳ ସଦର ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍‌

ଢେଙ୍କାନାଳ- ଢେଙ୍କାନାଳ ସଦର ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍‌ । ରେଞ୍ଜର ବିଭୁଦାନନ୍ଦ ମିଶ୍ରଙ୍କ ଘର ସମେତ ୩ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍‌  ଚାଲିଛି । ଷ୍ଟେସନ ବଜାର ଘର, ସରକାରୀ ବାସଭବନ ଓ ଅଫିସରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ ।

Show More

Related Articles

Back to top button