Breaking PLUSଓଡ଼ିଶାମୁଖ୍ୟ ଖବର

ଶ୍ରୀମନ୍ଦିରରେ ହେବ ୱାକିଟକି ବ୍ୟବସ୍ଥା

ପୁରୀ- ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ୍‌ ଫୋନ୍‌  । କୌଣସି ପୋଲିସ କିମ୍ବା ସେବାୟତ ବି ନେଇ ପାରିବେନି ମୋବଇଲ୍‌  । ଆଗକୁ ୱାକିଟକି ବ୍ୟବସ୍ଥା ହେବ କହିଲେ ସୁରକ୍ଷା ସବକମିଟି ମୁଖ୍ୟ  । ବୈଠକ ପରେ ସୁରକ୍ଷା ସବକମିଟି ମୁଖ୍ୟ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ସୂଚନା  । ଶ୍ରୀମନ୍ଦିର ଭିତର ଓ ବାହାର ସୁରକ୍ଷା ନେଇ ଆଲୋଚନା ହୋଇଛି  । କେତେକ ଜିନିଷ ନିଜକୁ କରିବାକୁ ହେବ, ଆଉ କିଛି ସରକାର କରିବେ  । କାହାକୁ ହଇରାଣ କରିବାକୁ ନୁହେଁ, ଶ୍ରୀମନ୍ଦିର ସୁରକ୍ଷା ପାଇଁ ହେବ  ।ଅନ୍ୟ ମନ୍ଦିରର ସୁରକ୍ଷା ଅନୁଧ୍ୟାନ କରି ନିଷ୍ପତ୍ତି ନେବୁ ।

Show More

Related Articles

Back to top button