Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଗଠନ ହେବ ପାନୀୟ ଜଳ ନିଗମ

ଭୁବନେଶ୍ୱର- ରାଜ୍ୟରେ ଗଠନ ହେବ ପାନୀୟ ଜଳ ନିଗମ । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ।
ଖୁବ୍ ଶୀଘ୍ର ମଧ୍ୟପ୍ରଦେଶ ଓ କର୍ଣ୍ଣାଟକକୁ ଓଡ଼ିଶା ଟିମ୍ ଯିବ । ନିଗମର ରୂପରେଖ କେମିତି ହେବ ସେ ବାବଦରେ ଅନୁଧ୍ୟାନ କରିବେ । ଆଇଟି ଓ ଡିଜିଟାଲ ପ୍ଲାଟ୍ଫର୍ମ ସହ ନିଗମ କାମ କରିବ । ମେଗା ପ୍ରକଳ୍ପର ଦାୟିତ୍ୱ ୫ ବର୍ଷ ପାଇଁ ଏକ ଏଜେନ୍ସି ନେବ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ କହିଛନ୍ତି।



