Breaking PLUSଦେଶମୁଖ୍ୟ ଖବର

ମେସିଙ୍କ କାର୍ଯ୍ୟକ୍ରମ ବିଭ୍ରାଟ; ବେଙ୍ଗଲ କ୍ରୀଡ଼ାମନ୍ତ୍ରୀଙ୍କ ଇସ୍ତଫା

କୋଲକାତା- ମେସିଙ୍କ କାର୍ଯ୍ୟକ୍ରମ ବିଭ୍ରାଟ । ବେଙ୍ଗଲ କ୍ରୀଡ଼ାମନ୍ତ୍ରୀଙ୍କ ଇସ୍ତଫା  ।ଇସ୍ତଫା ଦେଲେ ବେଙ୍ଗଲ କ୍ରୀଡ଼ାମନ୍ତ୍ରୀ ଅରୁପ ବିଶ୍ବାସ  । ବେଙ୍ଗଲ ପୋଲିସ ମହାନିର୍ଦ୍ଦେଶକଙ୍କୁ ସୋ କଜ୍‌  । ବିଧାନନଗର ପୋଲିସ କମିଶନରଙ୍କୁ ମଧ୍ୟ ସୋ କଜ୍‌   ।ଉଭୟଙ୍କୁ ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଧାନନଗର ଡିସିପି ସସ୍‌ପେଣ୍ଡ୍‌, ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button