Breaking PLUSଓଡ଼ିଶାମୁଖ୍ୟ ଖବର

ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ

ଭୁବନେଶ୍ୱର- ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ । ଓଡ଼ିଶା ସମେତ ୯ ରାଜ୍ୟର ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ  । ଗହମ ଦେବାକୁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟ ପକ୍ଷରୁ ଚିଠି ହୋଇଛି । ଚାଉଳ ସହ ଗହମ ଦିଆଯିବ ବୋଲି ବିଧାନସଭାରେ କହିଥିଲେ ମନ୍ତ୍ରୀ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button