Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ 11ରୁ ବଢିବ ଶୀତ ପ୍ରକୋପ

ଭୁବନେଶ୍ୱର:11ରୁ ବଢିବ ଶୀତ ପ୍ରକୋପ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଶୀତ ପଡ଼ିବା ଆରମ୍ଭ ହୋଇଛି। ଆସନ୍ତା ୧୦ତାରିଖ ପର୍ଯ୍ୟନ୍ତ ଏହିଭଳି ଭାବେ ଶୀତ ପ୍ରକୋପ ଲାଗି ରହିବ। ୧୧ ତାରିଖରୁ ସାରା ରାଜ୍ୟରେ ଶୀତ ପ୍ରକୋପ ଆହୁରି ବଢ଼ିବ ବୋଲି ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି। ଭୁବନେଶ୍ବର ପାଣିପାଗ ବିଜ୍ଞ‌ାନ କେନ୍ଦ୍ରର ସୂଚନାନୁଯାୟୀ, ଗତ ୨୪ଘଣ୍ଟା ମଧ୍ୟରେ ୯ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨୦ଡିଗ୍ରୀକୁ ଖସିଛି।

Show More

Related Articles

Back to top button