Breaking PLUSଓଡ଼ିଶାମୁଖ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ଟିମ

ଭୁବନେଶ୍ୱର-  ବିଶ୍ଵ ଖାଦ୍ୟ କାର୍ଯ୍ୟକ୍ରମର ଭାରତ ନିର୍ଦେଶକ ଏଲିଜାବେଥ୍‌ ଫୌରଙ୍କ ନେତୃତ୍ଵରେ ଏକ ପ୍ରତିନିଧି ଦଳ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ଲୋକସେବା ଭବନରେ ଏହି ସୌଜନ୍ୟ ସାକ୍ଷାତ କାର୍ଯ୍ୟକ୍ରମ ଅବସରରେ ଓଡ଼ିଶାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଖାଦ୍ୟ କାର୍ଯ୍ୟକ୍ରମ ସମ୍ପର୍କରେ ବିଶଦ ଅବଗତ ହୋଇଥିଲେ। ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ଗରିବଙ୍କ କଲ୍ୟାଣ ପାଇଁ ଅନ୍ନ ଯୋଜନାର ମୁଖ୍ୟମନ୍ତ୍ରୀ ପ୍ରତିନିଧି ଦଳଙ୍କୁ ରୂପରେଖ ପ୍ରଦାନ କରିଥିଲେ।

Show More

Related Articles

Back to top button