Breaking PLUSଓଡ଼ିଶାମୁଖ୍ୟ ଖବର

ଘଡ଼ଘଡ଼ି ସହ ବର୍ଷା ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର- ଘଡ଼ଘଡ଼ି ସହ ବର୍ଷା ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି । ଏହାସହିତ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ,,ଅନୁଗୁଳ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼କୁ ୱାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା ଓ ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ ଜାରି । ପ୍ରବଳ ବର୍ଷା ନେଇ ସବୁ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି SRC ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button